ତିନିଦିନିଆ ଆସାମ ଗସ୍ତରେ ଯିବେ ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର: ଆସନ୍ତା ୧୧ ରୁ ୧୩ ତାରିଖ ମଧ୍ୟରେ ଆସାମର ରାଜଧାନୀ ଗୌହାଟୀରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଯୋଗଦେବାପାଇଁ ଓଡିଶା ବିଧାନସଭାର ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ବିଧାନସଭା ସଚିବ ଶ୍ରୀ…