ପ୍ରତ୍ୟେକ ମାନବ ଭିତରେ ସୁନ୍ଦରତା ଭରପୁର : ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ
ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ଉଦ୍ଯାପନୀ ସମାରୋହରେ ରାଜ୍ୟପାଳ
ନୟାଗଡ଼(ବିଶ୍ୱଜିତ ନାୟକ) – ଆଜି ପୂର୍ବାହ୍ନ ଘ.୧୧.୩୦ମି. ସମୟରେ ରାଜ୍ୟପାଳ ଶ୍ରୀଯୁକ୍ତ ପ୍ରଫେସର ଗଣେଶୀଲାଲ ଖଣ୍ଡପଡା ସ୍ଥିତ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦ୍ଯାପନୀ ସମାରୋହରେ ଯୋଗ…