ଭାପୁର ପଂଚାୟତ ସମିତିରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର
ନୟାଗଡ଼(ବିଶ୍ୱଜିତ ନାୟକ) - ଭାପୁର ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମସମୁଦାୟ ୧୩୭ଗୋଟି ଅଭିଯୋଗ…