ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ବିଭିନ୍ନ ସେବା ପ୍ରଦାନ
- ତିନି ଲକ୍ଷ ତିରିଶ ହଜାରରୁ ଅଧିକ ଲୋକଙ୍କୁ ସତେଜ ରନ୍ଧା ଖାଦ୍ୟ ପରିବେଷଣ
- ଭକ୍ତମାନଙ୍କ ମଧ୍ୟରେ ୧୦୦୦୦ ଗ୍ଲୁକୋଜ୍ ପ୍ୟାକେଟ୍ ବଣ୍ଟନ କରେ
- ୧୪ ଦିନ ଧରି ବଡଦାଣ୍ଡରେ ଭକ୍ତମାନଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଣ
- ରଥ ଯାତ୍ରାରେ କାର୍ଯ୍ୟରତ ସରକାରୀ କର୍ମଚାରୀ ମାନଙ୍କ ପାଇଁ ୧୦୦୦ ରେନ…