ରାୟଗଡ଼ା ଜିଲ୍ଲା ଜେମାଦେଇପେଣ୍ଠ ମା ମଝିଘରିଆଣି ମନ୍ଦିର ପ୍ରାଙ୍ଗଣରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ରାୟଗଡ଼ାରୁ ସରୋଜ କୁମାର ସାହୁ:ରାୟଗଡା ଜିଲ୍ଲା ଅନ୍ତର୍ଗତ ଜେମାଦେଇପେଣ୍ଠ ଷ୍ଟେସନ ନିକଟ( ଗୋଡାମ ) ଠାରେ ଅବସ୍ଥିତ ମା ମଝିଘରିଆଣି ମନ୍ଦିର ପରିଚାଳନା କମିଟି ଏବଂ ଭାରତୀୟ ମଜଦୁର ସଂଘର ମିଳିତ ଆନୁକୁଲ୍ୟରେ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି l ପରିଚାଳନା କମିଟିର କେ.…