ପାଇକମାଳ ବ୍ଲକ୍ ସରପଞ୍ଚ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ
ପଦ୍ମପୁର : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଳ ବ୍ଲକ୍ ସରପଞ୍ଚ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ ବରତୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଅଛି।ପାଇକମାଳ ବ୍ଲକର ସଂଘ ସଭାପତି ଆର୍ତ୍ତତ୍ରାଣ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମାନଙ୍କ ଭୂମିକା,କାର୍ଯ୍ଯ,କ୍ଷମତା ଉପରେ ଆଲୋଚନା…