ବିଦ୍ୟାର୍ଥୀ ପରିଷଦର ୭୪ ତମ ପ୍ରତିଷ୍ଠା ଦିବସ ଏବଂ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ ପାଳିତ
ଭଦ୍ରକ/ସୀତାକାନ୍ତ ପାଢୀ: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି), ଭଦ୍ରକ ପକ୍ଷରୁ ବିଦ୍ୟାର୍ଥୀ ପରିଷଦର ୭୪ ତମ ପ୍ରତିଷ୍ଠା ଦିବସ ଏବଂ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ ଭଦ୍ରକ ସ୍ଵଂୟଶାସିତ ମହାିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…