ଷଢେଇକଳା ଓ ଖରସୁଆଁବାସୀଙ୍କ ପାଇଁ‘ଉତ୍କଳ ପ୍ରସଙ୍ଗ’ ର ରଥଯାତ୍ରା ସ୍ୱତନ୍ତ୍ର ସଂଖ୍ୟା ପ୍ରେରଣ ।
ଭୁବନେଶ୍ୱର (ଶାସକ ପ୍ରଶାସକ): ଓଡିଆ ଜାତିର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ମହାନ୍ ସଂସ୍କୃତି ଓ ମହିମା ସହିତ ଓଡିଆ ଭାଷା,ସାହିତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରଥଯାତ୍ରାରେ ପ୍ରକାଶ ପାଇଥିବା ଓଡିଶା ରାଜ୍ୟ ସରକାରଙ୍କ ମୁଖପତ୍ର…