ଏରସମା ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏରସମା ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର…