ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଇନୋଭେସନ୍ ଏବଂ ସାର୍ଟଟପ୍ କାର୍ଯ୍ୟକ୍ରମ
ବେଲଗୁଣ୍ଠା,୧୫/୦୭-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଇନୋଭେସନ୍ ଏବଂ ସାର୍ଟଟପ୍ କାର୍ଯ୍ୟକ୍ରମ ଅନୁଷ୍ଠାନର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ,ପ୍ରଫୁଲ୍ଲ…