ମୁଖ୍ୟ ଶାସନ ସଚିବ ଓ଼ 5- ଟି ସଚିବଙ୍କ ସମ୍ବଲପୁର ଗସ୍ତ: ସମଲେଇ ପ୍ରକଳ୍ପର ସମୀକ୍ଷା
ସମ୍ବଲପୁର/ଶାସକ ପ୍ରଶାସକ: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି ) ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି…