ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ କଠୋର: ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଏପର୍ଯ୍ୟନ୍ତ ୧୫୮ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର : ଆଉ ଗୋଟିଏ ଦଫାରେ ଦୁର୍ନୀତି ଓ ଅପାରଗଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ| ଚାକିରିରୁ ବିଦା ହୋଇଛନ୍ତି ଆଉ ୬ ଜଣ ଅଧିକାରୀ । ସେମାନଙ୍କ ମଧ୍ୟରେ ଅଛନ୍ତି ୩ ଜଣ ନିର୍ବାହୀ…