ନିଶ୍ଚିନ୍ତକୋଇଲି ଠାରେ ସଡକ ଦୁର୍ଘଟଣା:ଜଣେ ମୃତ, ଜଣେ ଗୁରୁତର ।
ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଡ଼ଙ୍ଗୀ) କଟକ ଚାନ୍ଦବାଲି ରାସ୍ତା ନିଶ୍ଚିନ୍ତକୋଇଲି ଫିଲ୍ମ ହଲ ନିକଟରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା ରେ ଜଣେ ମୃତ୍ୟବରଣ କରିଥିଲା ବେଳେ ଆଉ ଜଣେ ଗୁରୁତର ଭାବେ ଆହତ ହୋଇଛି।ଉଭୟଙ୍କୁ ନିଶ୍ଚିନ୍ତକୋଇଲି ଗୋଷ୍ଟି ସ୍ୱାସ୍ତ୍ୟ କେନ୍ଦ୍ର ରେ ଭର୍ତି କରାଯାଇଥିଲା।…