ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର
ନବରଙ୍ଗପୁର.୧୪.୭.୨୦୨୬: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ବି. ଏଡ ମହାବିଦ୍ୟାଳୟ, ନବରଙ୍ଗପୁରଠାରେ ଜାତୀୟ କ୍ୟାଡେଟ ବାହିନୀ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠୀତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର…