ବର୍ବରତାର ସମସ୍ତ ସୀମା ଅତିକ୍ରମ କରିଛି ଦୀଲ୍ଲି ପୁଲିସ୍ : ଶରତ ପଟ୍ଟନାୟକ
ଦିଲ୍ଲୀ ପୁଲିସର ଦମନଲୀଳାକୁ କଂଗ୍ରେସର ଦୃଢ଼ ନିନ୍ଦା ଓ ବିକ୍ଷୋଭ ନିଷ୍ପତି
ଭୁବନେଶ୍ୱର : କେନ୍ଦ୍ରର ମୋଦୀ ସରକାରଙ୍କର ଏକଛତ୍ରବାଦ ନୀତି ଓ ପୁଲିସ୍ର ଦମନଲୀଳା ବିରୁଦ୍ଧରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ଏକ ସମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦୃଢ଼ ନିନ୍ଦା କରୁଛି । ଏହା ଗଣତାନ୍ତ୍ରିକ…