ଆସନ୍ତାକାଲିଠାରୁ ସାମୂହିକ ଛୁଟିରେ ଯିବେ ଯୋଗାଣ ସହାୟକ, ବାଧାପ୍ରାପ୍ତ ହୋଇପାରେ ରାସନ ବଣ୍ଟନ
ବେଲଗୁଣ୍ଠା-୧୩/୭-(ଶିବରାମ ଚୌଧୁରୀ )-ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକର ଯୋଗାଣ ସହାୟକମାନେ ନିଜର ଦୀର୍ଘ ଦିନର ନ୍ୟାଯ୍ୟ ଦାବି ପୂରଣ ନେଇ ଆସନ୍ତା ୧୪ ଜୁଲାଇ ୨୦୨୬ ଠାରୁ ସାମୂହିକ ଛୁଟିରେ ଯିବା ସହ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି। ଏ ନେଇ ସଂଘ ତରଫରୁ ବେଲଗୁଣ୍ଠା ଗୋଷ୍ଠୀ…