ପ୍ରଭାତ ବିଶ୍ୱାଳଙ୍କ ଯୋଗଦାନ ଓଡିଶାରେ ବିଜେପିର ଜୟଯାତ୍ରାର ଆଉ ଗୋଟିଏ ଫର୍ଦ୍ଦ ଆଜି ଯୋଡି ହୋଇଛି : ମୁଖ୍ୟମନ୍ତ୍ରୀ
କଟକ ଜିଲ୍ଲାରେ ବିଜେପିର ସଂଗଠନକୁ ଅଧିକ ସୁଦୃଢ଼ କରିବ : ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ ବହୁ ସମର୍ଥକଙ୍କ ସହ ବିଜେପିରେ ଯୋଗ ଦେଲେ ଚୈାଦ୍ୱାର-କଟକ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଶ୍ରୀ ପ୍ରଭାତ ବିଶ୍ୱାଳ ୬ ଜଣ କାଉନସିଲରଙ୍କ ସମେତ ଯୋଡା…