ଶାସ୍ତ୍ରୀ ନଗର ବାସିନ୍ଦା ଓ ଓଡ଼ିଶା ମୋ ପରିବାରର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର
ଭୁବନେଶ୍ୱର (ଶାସକ ପ୍ରଶାସକ ) ଆଜି ଶାସ୍ତ୍ରୀ ନଗର ବାସିନ୍ଦା ଓ ଓଡ଼ିଶା ମୋ ପରିବାର ର ମିଳିତ ଆନୁକୁଲ୍ୟରେ, ଶାସ୍ତ୍ରୀ ନଗର କଲ୍ଚରାଲ ଆସୋସିଏସନ୍ ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଶିବିର ଟି ମୁଖ୍ୟତଃ ଶାସ୍ତ୍ରୀ ନଗର ଅଞ୍ଚଳରେ କୋରୋନାରେ ପ୍ରାଣତ୍ୟାଗ କରିଥିବା ବାସିନ୍ଦା ତଥା…