ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଧାରଣା
ଦାବି ପୂରଣ ନହେଲେ କଟକ ଚାନ୍ଦବାଲି ରାସ୍ତା ଅବରୋଧ ପାଇଁ ନିଷ୍ପତ୍ତି ।
ନିଶ୍ଚିନ୍ତକୋଇଲି/ ଦେବେନ୍ଦ୍ର ଷଢଙ୍ଗି :କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଅତିରିକ୍ତ ତହସିଲଦାର କ୍ରିଷ୍ଣା ପାଢ଼ୀ ଏବଂ ତହସିଲ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ଓଡ଼ିଶା ଡ୍ରାଇଭର ମହାସଂଘ ତରଫରୁ…