ନିର୍ମାଣ ଶ୍ରମିକ ମାନଙ୍କୁ ସହାୟତା ପ୍ରଦାନ କଲେ ମନ୍ତ୍ରୀ ସୁଶାନ୍ତ ସିଂ
ବରଗଡ :- ଆଜି ବରଗଡ଼ ଜିଲ୍ଲା ସୋହେଲା ସ୍ଥିତ ଅଗ୍ରସେନ ଭବନଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଅନୁଷ୍ଠିତ , ଓଡିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ନିର୍ମାଣ ଶ୍ରମିକ ସଚେତନତା ଏବଂ ସହାୟତା ପ୍ରଦାନ ସମାରୋହରେ ହିତାଧିକାରୀମାନଙ୍କୁ ସଚେତନ କରି 883…