ସମ୍ବଲପୁର ‘ଭୀମମଣ୍ଡଳୀ ଇକୋ ହେରିଟେଜ୍ ସାଇଟ୍’ର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ
ଲୋକଲୋଚନକୁ ଆସିବ ଭୀମମଣ୍ଡଳୀର ଗୌରବମୟ ଇତିହାସ- ଧର୍ମେନ୍ଦ୍ର ପ୍ରଧାନ
• ଏହି ପ୍ରକଳ୍ପ ପାଇଁ ୮ କୋଟି ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଅନୁମୋଦନ କରିଥିବାରୁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ• ଭୀମମଣ୍ଡଳୀରେ ପ୍ରବେଶ ପଥ, ବ୍ରିଜ୍, ଭ୍ୟୁ ପଏଣ୍ଟ ଏବଂ…