ରଥଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଗୁଣପୁର ରୁ ସନ୍ତୋଷ କୁମାର ଚୌଧୁରୀ: ମହାପ୍ରଭୁ ଶ୍ରୀଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷ ଯାତ୍ରା ଓ ବାହୁଡା଼ ଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜେନା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଏହି ବୈଠକର ପ୍ରାରମ୍ଭରେ ଉପ ଜିଲ୍ଲାପାଳ ଶ୍ରୀ…