ପାଇକମାଳ ହାଇସ୍କୁଲ ରେ ଅଭିଭାବକ ବୈଠକ ଅନୁଷ୍ଠିତ
ପଦ୍ମପୁର:- ପାଇକମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସର୍ବ ପ୍ରଥମେ ମୁଖ୍ୟ ଅତିଥି ଭାବେ ଏ.ବି.ଇ.ଓ ରାଧେଶ୍ୟାମ ମେହେର,ଚକାମନ ସୁନା,ସି. ଆର.ସି.ସି ରଞ୍ଜନ ବାଗ,ପ୍ରଫୁଲ୍ଲ କୁମାର…