ଗୁଦେରପାଲି କଲ୍ୟାଣ ମଣ୍ଡପ କାର୍ଯ୍ୟ ସମ୍ପୂର୍ଣ୍ଣ କେବେ?
ଗାଇସିଲେଟ: ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ଗାଁ ରେ ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ନିମ୍ନ ମାନର ଏକ ମାତ୍ର କଲ୍ୟାଣ ମଣ୍ଡପ ଅର୍ଦ୍ଧ ନିର୍ମିତ ହୋଇ ପଡ଼ିରହିଛି। ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନ ଗାଁ କୁ ଅଣଦେଖା କରୁଥିବା ଅଭିଯୋଗ ହୋଉଛି। ବିଗତ ବିଜେପୁର ଉପନିର୍ବାଚନ ସମୟରେ ସବୁ…