ଚିତ୍ତରଞ୍ଜନ ହିଁ ଖଳନାୟକ, ରଚିଥିଲେ ହତ୍ୟା ଷଡ଼ଯନ୍ତ୍ର
ବଲାଙ୍ଗିର ହିଟ୍ ଆଣ୍ଡ ରନ୍ ଘଟଣା, ବଲାଙ୍ଗୀର ଏସପିଙ୍କ ପ୍ରେସ ମିଟ୍
ବଲାଙ୍ଗିର(ନିରୋଜ ମିଶ୍ର) : ବଲାଙ୍ଗିର ହିଟ୍ ଆଣ୍ଡ ରନ୍ ଘଟଣା ଏକ ଯୋଜନାବଦ୍ଧ ହତ୍ୟା ଷଡ଼ଯନ୍ତ୍ର ଥିଲା। ଚିତ୍ତରଞ୍ଜନ ମହାନ୍ତି ହିଁ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ସେ ହିଁ ହତ୍ୟା ଉଦ୍ୟମ କରି ଏହାକୁ ଦୁର୍ଘଟଣାର ରୂପ…