୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନସମିଶନ ଲାଇନ, ୪୫୦ କୋଟି ଟଙ୍କାର ପ୍ରକଳ୍ପ
ଲୋ-ଭୋଲ୍ଟେଜ ସମସ୍ୟା ଦୂର ପାଇଁ ଓଡିଶା ବିଦ୍ୟୁତ ବିତରଣ ବ୍ୟବସ୍ଥା ସୁଦୃଢୀକରଣ ପ୍ରକଳ୍ପର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ…