ଶିଶୁ ପାଇଁ ଦିନଟିଏ ଓ ଜିଲ୍ଲା ଟାସ୍କ ଫୋର୍ସ ବୈଠକ
ସୁବର୍ଣ୍ଣପୁର(ପ୍ରକାଶ ହାତୀ): ସୋନପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜ଼ିଲ୍ଲା ପ୍ରଶାସନ ର ମିଳିତ ଆନୁକୂଳରେ ଜ଼ିଲ୍ଲାପାଳଙ୍କ ସମ୍ମିଳିନୀ କକ୍ଷ ରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ତଥା ବାଲ୍ୟ ବିବାହ ନିରାକରଣ ଜ଼ିଲ୍ଲା ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇ ଯାଇଛି I ବୈଠକରେ…