୫-ଟି ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ ଶିବିର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସରକାରଙ୍କ ୫-ଟି ଅନ୍ତର୍ଗତ ଗଜପତି ଜିଲ୍ଲାର ଦ୍ଵିତୀୟ ପର୍ଯ୍ୟାୟ ରେ ୪ଟି ବ୍ଳକର ୧୪ ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ୫୫ ଜଣ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ନେତୃତ୍ବ ବିକାଶ ଓ ଡିଜିଟାଲ କୌଶଳ ଭିତ୍ତିକ ୫ ଦିନିଆ ତାଲିମ ଶିବିର ପାରଳାଖେମୁଣ୍ଡି…