ପଂଚାୟତ ନିର୍ବାଚନ ପାଇଁ କଂଗ୍ରେସର ଅଭିଯୋଗ ଫର୍ଦ୍ଦ ଉନ୍ମୋଚିତ
ଭୁବନେଶ୍ୱର- ରାଜ୍ୟର ୩୦ଲକ୍ଷ ପରିବାର ୬୦ ହଜାର କୋଟି ଟଙ୍କାର ଚିଟ୍ଫଣ୍ଡ ଲୁଟ ସ୍କାମ୍ରେ ସିବିଆଇର ସଂଦେହ ଜନକ ଶିଥିଳତା, ପାରଦ୍ୱୀପ ବନ୍ଦରର ବ୍ଲାକରୋଜ ଜାହାଜ ବୁଡ଼ି ଘଟଣା ଓ ନିଳାଚଳ ଇସ୍ମାତନିଗମ ବିକ୍ରି ଭଳି ରାଜ୍ୟର ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଆଜି ଉଭୟ ବିଜେଡ଼ି ଓ ବିଜେପିକୁ…