ମୋହନା ବ୍ଲକ ଗସ୍ତରେ ଜାତୀୟ ମନିଟରିଂ ଟିମ୍
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାକୁ ଜାତୀୟ ମନିଟରିଂ ଟିମ୍ ଲିଡରଙ୍କ ୬ ଦିନିଆ ଗସ୍ତରେ ଆସି ଶନିବାର ଓ ରବିବାର ମୋହନା ବ୍ଲକର ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଜାତୀୟ ମନିଟାରୀ ଟିମ ଲିଡର ଡ. ଏସ.ଦୟାକର ରେଡ୍ଡୀ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ…