ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୨
ପଦ୍ମପୁର-ଜାତୀୟ ଆଇନ ସେବା ପ୍ରାଧୀକରଣ ଓ ଓଡିଶା ଆଇନ ସେବା ପ୍ରାଧୀକରଣ ଆଦେଶ କ୍ରମେ ପଦ୍ମପୁର ତାଲୁକ ଆଇନ ସେବା ପ୍ରାଧୀକରଣ ଆନୁକୁଲ୍ୟରେ ପଦ୍ମପୁର କୋର୍ଟ ପରିସରରେ ୨୦୨୨ ବର୍ଷର ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲା ବିଚାରପତି ତଥା ତାଲୁକ ଆଇନ ସେବା…