ବେଲଗୁଣ୍ଠାବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
ବେଲଗୁଣ୍ଠା-:9/9/2026-:(ଶିବରାମ ଚୌଧୁରୀ )-ବେଲଗୁଣ୍ଠାବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ତରଫରୁ ନିବା ଗତ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକ!-->…