ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ
୧୭୦୦ ବାୟୋ-ଟଏଲେଟ, ୮ଟି ଅସ୍ଥାୟୀ ହସ୍ପିଟାଲ, ୬୫ ଏଲଇଡି ସ୍କ୍ରିନ୍, ୪୭୦ ସିସିଟିଭି କ୍ୟାମେରା, ୧୬ ସ୍ଥାୟୀ ଟେଲିକମ ଟାୱାର
ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଗୁଣ୍ଡିଚା ମନ୍ଦିରରେ ଦର୍ଶନର ସୁବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ…