ଗଜପତି ଜିଲ୍ଲାରେ ହକି ଖେଳର ପ୍ରଦର୍ଶନ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର କ୍ରୀଡା ବିଭାଗ ତରଫରୁ ବିଭିନ୍ନ ଆବାସ ଆଶ୍ରମ ବିଦ୍ୟାଳୟର ଖେଳ ପଡିଆ ଠାରେ ହକି ଖେଳର ପ୍ରଦର୍ଶନ କରାଯାଇଅଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାର ରାୟଗଡା ବ୍ଲକ ଅନ୍ତର୍ଗତ ନାରାୟଣପୁର ଗ୍ରାମରେ ଥିବା ସରକାରୀ ଉଚ୍ଚ…