ବ୍ରଜରାଜନଗର: କିଶୋର ପଟେଲ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର (ଶାସକ ପ୍ରଶାସକ) :ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ପଟେଲ। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ଶ୍ରୀ ପଟେଲଙ୍କ ଦଳୀୟ ପ୍ରାର୍ଥୀ କରାଯାଇଥିବା ଏଆଇସିସି ସାଧାରଣ ସମ୍ପାଦକ ମୁକୁଲ ୱାସନିକ ଏକ…