ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୨ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ନବଜୀବନ ଅନ୍ଧ ଓ ଉପଶମ କେନ୍ଦ୍ର , ଶିଶୁଯତ୍ନ ଅନୁଷ୍ଠାନ ପରିସରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ସମିତି…