ଭକ୍ତଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା କରିପାରନ୍ତି ମହାପ୍ରଭୁ !
ପୁରୀ (ଅନିମେଶ ପଟ୍ଟନାୟକ): ଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର । ଚଳିତ ରଥଯାତ୍ରା ଏଥର ଭକ୍ତଙ୍କ ଗହଣରେ ହୋଇପାରେ । ଦୀର୍ଘ ଦୁଇ ବର୍ଷପରେ ଭକ୍ତଙ୍କ ସହ ବଡଦାଣ୍ଡରେ ଲିଳା କରିବେ ତିନି ଠାକୁର । ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକରେ ଏନେଇ ସବୁଜ ସଙ୍କେତ ମିଳିଛି ।
ଗୁରୁବାର ସ୍ଥାନୀୟ…