ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧୋତ୍ସବ ପାଳିତ
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଧୂଳିମାଟିର ସନ୍ଥ, ମହାନ୍ ସ୍ବାଧୀନତା ସଂଗ୍ରାମୀ ଓ ତ୍ୟାଗବୀର ଗୋପବନ୍ଧୁ ଚୌଧୁରୀଙ୍କ ୬୪ତମ ଶ୍ରାଦ୍ଧବାର୍ଷିକୀ ଆଜି ଜଗତସିଂହପୁର ସାରସ୍ବତ ପରିଷଦ ପକ୍ଷରୁ ସ୍ଥାନୀୟ ଗୋପାଳସାଗର ସ୍ଥିତ ଡ୍ରିମ ଇଣ୍ଡିଆ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି…