ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଟୋଇ ମାନଙ୍କ ପାଇଁ ଜଳଛତ୍ର କାର୍ଯ୍ୟକ୍ରମ ।
ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଡ଼ଙ୍ଗୀ): ନିଶ୍ଚିନ୍ତକୋଇଲି ବ୍ଲକ ବିଜୁ ଛାତ୍ର ଯୁବ ଜନତା ଦଳ ତରଫରୁ ନିଶ୍ଚିନ୍ତକୋଇଲି ଥାନା ଛକ ନିକଟରେ ବିଶାଳ ମେଗା ଜଳଛତ୍ର କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଏହି ଶିବିରରେ ନିଶ୍ଚିନ୍ତକୋଇଲି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୋଜି ସେଠୀ, ନିଶ୍ଚିନ୍ତକୋଇଲି…