ସମ୍ ହସ୍ପିଟାଲରେ ଅସ୍ଥି ଯୁକ୍ତ ପୁଚ୍ଛ ବିଶିଷ୍ଟ ନବଜାତର ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର : ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ନ୍ୟୁରୋ ସର୍ଜନମାନେ ଏକ ନବଜାତ ଶିଶୁଠାରେ ଥୋରାସିକ ଅଂଚଳରେ ବିରଳ ଅସ୍ଥିଯୁକ୍ତ ଲାଞ୍ଜ ଦେଖିବାକୁ ପାଇଛନ୍ତି ଯାହାକୁ ପୃଥିବୀର ପ୍ରଥମ ଏପରି ଘଟଣା କୁହାଯାଉଛି । ଜନ୍ମ ସମୟରେ ଶିଶୁମାନଙ୍କ ପୃଷ୍ଠ…