୩୫ତମ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ.
ଭଦ୍ରକ(ସୀତାକାନ୍ତ ପାଢ଼ୀ) : ଜିଲ୍ଲାପାଳ ତ୍ରିଲୋଚନ ମାଝୀଙ୍କ ଅଧ୍ୟକ୍ଷତାରେ ସଦ୍ଭାବନା ସଭାଗୃହରେ ଗତକାଲି ସନ୍ଧ୍ୟାରେ ୩୫ତମ ଜିଲ୍ଲା ସଡ଼କ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ପରିବହନ ଅଧିକାରୀ ସନତ କୁମାର ଜେନାଙ୍କ ଆବାହକତ୍ବରେ ଆୟୋଜିତ ଏହି ବୈଠକରେ ଜିଲ୍ଲାପାଳଙ୍କ ସହିତ…