ବ୍ୟାଙ୍କ ସମୂହ ଜିଲ୍ଲା ପରାମର୍ଶଦାତା କମିଟି ଓ ଜିଲ୍ଲାସ୍ତରୀୟ ସମୀକ୍ଷା ଓ ବୈଠକ
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସଦଭାବନା ସଭାଗୃହଠାରେ ବ୍ୟାଙ୍କ ସମୂହ ଜିଲ୍ଲାର ପରାମର୍ଶଦାତା କମିଟି ଏବଂ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ବୈଠକରେ ଅଧକ୍ଷତା…