ଜଗତସିଂହପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ଜଗତସିଂହପୁର /ସୁମନ୍ତ କୁମାର ଦାସ:ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆଜିଠାରୁ ପୁର୍ନ ଆରମ୍ଭ ହୋଇଛି l ଆଜି ଜଗତସିଂହପୁର ବ୍ଲକ୍ ପାଇଁ ଏହି ଜନ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଙ୍କ କାଯ୍ୟାଳୟ ର ସଦ୍ ଭାବନା ସଭା ଗୃହ ଠାରେ ଅନୁଷ୍ଠିତ ହୋଇଥିଲା l ଏହି…