ଜଣାଶୁଣା ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ
ଭୁବନେଶ୍ୱର: ଜଣାଶୁଣା ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ…