ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଠାରେ ପ୍ରସୂତି କକ୍ଷ ଉଦଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ସ୍ଥିତ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପରିସରରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ସହାୟତାରେ ନୂତନ ଭାବେ ନିର୍ମିତ ହୋଇଥିବା ପ୍ରସୂତି କକ୍ଷ ଉଦଘାଟିତ ହୋଇଯାଇଛି। ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ…