ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ
ମେଲଛାମୁଣ୍ଡା(ମନୋଜ ଭୋଇ)-ମେଲଛାମୁଣ୍ଡା ବାସିନ୍ଦା ରାସବିହାରୀ ଭୋଇଙ୍କ ଶୁକ୍ରବାର ରାତ୍ରରେ ନିଧନ ହୋଇଯାଇଛି । ମୃତ୍ୟୁ ବେଳକୁ ସେ ୮୬ ବର୍ଷରେ ପଦାର୍ପଣ କରିଥିଲେ । ସେ ଜଣେ ଧର୍ମପରାୟଣ, ମିଷ୍ଟଭାଷୀ ତଥା ପରୋପକାରୀ ବ୍ୟକ୍ତି ଭାବେ ଅଂଚଳରେ ବେଶ ଜଣାଶୁଣା ଥିଲେ । ସେ ତାଙ୍କ ଜୀବତାବସ୍ଥାରେ…