ନବନିର୍ବାଚିତ ପୌର ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା

ବାଲେଶ୍ୱର: ବାଲେଶ୍ୱର ପୌର ପରିଷଦର ନବ ନିର୍ବାଚିତ ଅଧ୍ୟକ୍ଷା ସବିତା ସାହୁଙ୍କ ସମେତ ବିଭିନ୍ନ ୱାର୍ଡର କାଉନସିଲରଙ୍କୁ ପୌରାଞ୍ଚଳର ୫ନଂ ୱାର୍ଡରେ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏନେଇ ହେମକାପଦା ସ୍ଥିତ କଲ୍ୟାଣମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ଟାଉନ ସଭାପତି ସନତ ଦାସ…

ଆଠ ଯୋଡ଼ା ଟ୍ରେନ ପାଇଁ ଅତିରିକ୍ତ ରହଣି : ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଚାରିଟି ଟ୍ରେନ ରହଣି କରିବ |

ଭୁବନେଶ୍ୱର: ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ନିୟମିତ ଟ୍ରେନ୍ ଗୁଡିକର ପୁନଚଳାଚଳ କରିବା ପରେ କେତେ ଗୁଡିଏ ଟ୍ରେନ ପାଇଁ ନିମ୍ନଲିଖିତ ଷ୍ଟେସନଗୁଡିକ ଠାରେ ଅତିରିକ୍ତ ରହଣି ପାଇଁ ସ୍ଥିର କରାଯାଇଅଛି |କୋଭିଡ ୧୯ ମହାମାରୀ ସମୟରେ, ଏହି ଟ୍ରେନ୍ ଗୁଡିକର ଚଳାଚଳ କୋଭିଡ ନିୟମ ଆଧାରରେ ସୀମିତ…

୨୭ ତମ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ

ରଣପୁର/ପ୍ରସନ୍ନ ସାମନ୍ତରାୟ  : ଆଜି ନୟାଗଡ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି | ଏହି ଉଦଘାଟନି ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ,…

ମା ଦକ୍ଷିଣକାଳୀଙ୍କ ପଣା ସଂକ୍ରାନ୍ତି ଯାତ୍ରାର ପ୍ରସ୍ତୁତି ବୈଠକ

ନୟାଗଡ଼(ବିଶ୍ୱଜିତ ନାୟକ) – ଆଜି ଅପରାହ୍ନ ୪ଘଟିକା ସମୟରେ ନୟାଗଡ଼ ପୁରୁଣା ସହରରେ ଅବସ୍ଥିତ ଅଧିଷ୍ଠାତ୍ରୀ ଦେବୀ ମା ଦକ୍ଷିଣକାଳୀଙ୍କ ପଣା ସଂକ୍ରାନ୍ତି ଯାତ୍ରାର ପ୍ରାକ୍ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ପ୍ରତ୍ୟେକ ମାନବ ଭିତରେ ସୁନ୍ଦରତା ଭରପୁର : ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ଉଦ୍‌ଯାପନୀ ସମାରୋହରେ ରାଜ୍ୟପାଳ ନୟାଗଡ଼(ବିଶ୍ୱଜିତ ନାୟକ) – ଆଜି ପୂର୍ବାହ୍ନ ଘ.୧୧.୩୦ମି. ସମୟରେ ରାଜ୍ୟପାଳ ଶ୍ରୀଯୁକ୍ତ ପ୍ରଫେସର ଗଣେଶୀଲାଲ ଖଣ୍ଡପଡା ସ୍ଥିତ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦ୍‌ଯାପନୀ ସମାରୋହରେ ଯୋଗ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଏନ୍.ଏସ୍.ଏସ୍.ଓ “ସଖୀ” ତରଫରୁ କନ୍ୟାଭୃଣ ସୁରକ୍ଷା ଏବଂ ମହିଳାଙ୍କ ଆଇନ…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଏନ୍.ଏସ୍.ଏସ୍. ବିଭାଗ ଏବଂ "ସଖୀ" ୱାନ୍ ଷ୍ଟପ୍ ସେଣ୍ଟର (କେନ୍ଦ୍ର ସରକାର ସହଯୋଗରେ) ତଫରୁ କନ୍ୟାଭ୍ରୁଣ ସୁରକ୍ଷା ଏବଂ ମହିଳାଙ୍କ ଆଇନଗତ ଅଧିକାର…

୧୦ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

ଭଞ୍ଜନଗର/ନିଲୁ ବିଶୋୟୀ  : ଭଞ୍ଜନଗର ବ୍ଲକ ସ୍ଥିତ ବେତାର ଗ୍ରାମରୁ ରବିବାର ବିଳମ୍ବିତ ରାତିରେ ଏକ ଅହିରାଜ ସାପ ଉଦ୍ଧାର ହୋଇଛି । ସାପଟିର ଲମ୍ବ ପ୍ରାୟ ୧୦ ଫୁଟ ହେବ ବୋଲି ଅନୁମାନ କରାଯାଉଛି । ବେତାର ଗ୍ରାମର ଝମର ଦଳେଇ ଙ୍କ ଘର ଭାଡ଼ିରେ ଅହିରାଜ ସାପଟି ରହିଥିବା ନେଇ ପରିବାର ଲୋକେ…

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ

ମେଲଛାମୁଣ୍ଡା(ମନୋଜ ଭୋଇ)- ମେଲଛାମୁଣ୍ଡାସ୍ଥିତ ଜୁନିୟର ମହାବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ ଏକ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ସୋମବାର ଉଦଘାଟିତ ହୋଇଯାଇଛି । ଶିବିରଟିକୁ ଅଧ୍ୟକ୍ଷ ଶ୍ରୀ ବିନୋଦ ବିହାରୀ ମିଶ୍ର ଉଦଘାଟିତ କରିବା ସହ ଛାତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ ।…

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମେଲଛାମୁଣ୍ଡା,(ମନୋଜ ଭୋଇ)-ମେଲଛାମୁଣ୍ଡା ଥାନା ଘେଁସ କ୍ଳଷ୍ଟର ଅର୍ନ୍ତଗତ ଝାଙ୍କରପାଲିସ୍ଥିତ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁରଲିଧର ବେହେରାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ପରିସରରେ ଶିକ୍ଷକ ଲକ୍ଷ୍ମଣ ବରିହାଙ୍କ…

କାର୍ବନ କ୍ରେଡିଟ ମାଧ୍ୟମରେ ଗ୍ରାମୀଣ ଜୀବନ ଜୀବିକାର ଉନ୍ନତି

ରାୟଗଡ(ସରୋଜ କୁମାର ସାହୁ) ଜେ.କେ. ପେପର ଲିମିଟେଡ ଏବଂ ବେଦା କ୍ଲାଇମେଟ ଚେଞ୍ଜ ସଲ୍ୟୁସନ ଲିମିଟେଡ ସହଭାଗିତାରେ ବିଶ୍ୱବ୍ୟାଙ୍କର ବାଓ କାର୍ବନ ଫଣ୍ଡ ଦ୍ୱାରା ଚାଷୀ ମାନଙ୍କୁ କାର୍ବନ କ୍ରେଡିଟ ସେଲ ପାଇଁ ଅତିରିକ୍ତ ରାଶି ପ୍ରଦାନ କରାଯାଇଛି । ଏହି ଅତିରିକ୍ତ ରାଶି ଗତ ତା. ୨୨.୦୩.୨୨ ରିଖରେ…