ଲଗାଣ ବର୍ଷା ପରେ ସକ୍ରିୟ ପୌର ପ୍ରଶାସନ; ତଳିଆ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ପୌରାଧ୍ୟକ୍ଷା
ଝାରସୁଗୁଡ଼ା, ୭:ଗତ ତିନି ଦିନର ଲଗାଣ ବର୍ଷା ଯୋଗୁଁ ଝାରସୁଗୁଡ଼ା ସହରର ବିଭିନ୍ନ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବର୍ଷାଜଳ ନିଷ୍କାସନରେ ବାଧା ସୃଷ୍ଟି ହେବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ବୋହିବା ସହ ଶତାଧିକ ଘରେ ପାଣି…