ଜିଲ୍ଲାସ୍ତରୀୟ ଅଂଶୁଘାତ ଓ ଜଳ କଷ୍ଟ ନିବାରଣ ଲାଗି ଏକ ଦିବସିୟ ପ୍ରଶିକ୍ଷଣ ଶିବିର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନ ସଭା ଗୃହରେ ଗ୍ରୀଷ୍ମ ଋତୁ-୨୦୨୨ ର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ତାଲିମ ଏବଂ ଆଭିମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ”ଉତ୍ତାପ…