ସମରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ ହେଲା ରୋଗୀଙ୍କର ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ
ଭୁବନେଶ୍ୱର : ଜନ୍ମରୁ ଜଟିଳ ହୃଦରୋଗରେ ପୀଡିତ ଥିବା ମହିଳାଙ୍କର ଅସ୍ତ୍ରୋପଚାର କରି ତାଙ୍କୁ ସୁସ୍ଥ କରିବାରେ ସଫଳ ହୋଇ ପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର । ଜଟିଳ ହୃଦରୋଗ କୋଆର୍କଟେସନ…